କରୋନା ଭୁତାଣୁ ଭୟାଭହତାକୁ ଦୃଷ୍ଟିରେ ରଖି ସିବିଏସ୍ଇ ଓ ଆଇସିଏସ୍ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ୩୧ ତାରିଖ ପରେ ପରବର୍ତ୍ତୀ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ ।