ଓଡିଶାର ସରକାରୀ ବିଦ୍ୟାଳୟଗୁଡ଼ିକର ଛାତ୍ରଛାତ୍ରୀମାନଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ ରୋଷେଇ ଖର୍ଚ୍ଚ, ମାର୍ଚ୍ଚ ୧୬ରୁ ଜୁନ୍ ୧୩ର ମିଳିବ ଟଙ୍କା।ପ୍ରାଥମିକ ଶ୍ରେଣୀ ପାଇଁ ଜଣକ ପିଛା ୪୭୯ ଟଙ୍କା ଓ ଉଚ୍ଚ ପ୍ରାଥମିକ ଶ୍ରେଣୀ ପାଇଁ ଜଣକ ପିଛା ୭୧୭ ଟଙ୍କା ଦେବାକୁ ନିର୍ଦ୍ଦେଶ ।