ଲାଞ୍ଚ ନେବା ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ଦ୍ଵାରା ଗିରଫ ହେଲେ ବାଲିଅନ୍ତା ତହସିଲଦାର ରଶ୍ମୀରେଖା ପ୍ରଧାନ ଏବଂ ତହସିଲର ଡାଟା ଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁ । ଜମିଜମା କାମ କରାଇ ଦେବା ନେଇ ୧ ଲକ୍ଷ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଥିଲେ ।