Home Regional ଜାମ୍ମୁ କାଶ୍ମୀରରେ ଅଟିକି ରହିଥିବା ଗଞ୍ଜାମ ଜିଲ୍ଲାର ୨୮୦ଜଣ ଶ୍ରମିକଙ୍କୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ...

ଜାମ୍ମୁ କାଶ୍ମୀରରେ ଅଟିକି ରହିଥିବା ଗଞ୍ଜାମ ଜିଲ୍ଲାର ୨୮୦ଜଣ ଶ୍ରମିକଙ୍କୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ଦ୍ଦେଶ କ୍ରମେ ବିମାନ ଯୋଗେ ଓଡ଼ିଶାକୁ ଫେରାଇ ଆଣିଛନ୍ତି ।

ଜାମ୍ମୁ କାଶ୍ମୀରରେ ଅଟିକି ରହିଥିବା ଗଞ୍ଜାମ ଜିଲ୍ଲାର ୨୮୦ଜଣ ଶ୍ରମିକଙ୍କୁ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ଦ୍ଦେଶ କ୍ରମେ ସ୍ଵତନ୍ତ୍ର ବିମାନ ଯୋଗେ ଓଡ଼ିଶାକୁ ଫେରାଇ ଆଣିଛନ୍ତି। ମାନ୍ୟବର ବିଧାୟିକା କବିସୂର୍ଯ୍ୟନଗର, ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସମସ୍ତ ଶ୍ରମିକ ମାନଙ୍କୁ ସ୍ୱତନ୍ତ୍ର ବସ ଯୋଗେ ଗଞ୍ଜାମ ଜିଲ୍ଲା କୁ ପଠାଇଛନ୍ତି ।