Home Breaking ଆଜି ଠାରୁ ଜୁଲାଇ ୩୧ ତାରିଖ ଯାଏଁ ବନ୍ଦ ରହିବ ଭିତରକନିକା ଅଭୟାରଣ୍ୟ। ଏନେଇ ସୂଚନା...

ଆଜି ଠାରୁ ଜୁଲାଇ ୩୧ ତାରିଖ ଯାଏଁ ବନ୍ଦ ରହିବ ଭିତରକନିକା ଅଭୟାରଣ୍ୟ। ଏନେଇ ସୂଚନା ଦେଇଛନ୍ତି ଭିତରକନିକା ଅଭୟାରଣ୍ୟ ଡିଏଫ୍‌ଓ ଯଜ୍ଞଦତ୍ତ ପତି । କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଅଭୟାରଣ୍ୟ ୩ ମାସ ବନ୍ଦ ରହିବ।